We use cookies and other technologies on this website to enhance your user experience.
By clicking any link on this page you are giving your consent to our Privacy Policy and Cookies Policy.
Icona ମେଡିକାଲ ଉଇକିପିଡିଆ (ଅଫଲାଇନ)

2020-01 by Kiwix Team


Jan 27, 2020

Informazioni su ମେଡିକାଲ ଉଇକିପିଡିଆ (ଅଫଲାଇନ)

ନିଃଶୁଳ୍କ ସ୍ୱାସ୍ଥ୍ୟସେବା ସମ୍ବନ୍ଧୀୟ ବିଷୟମାନ ପ୍ରତ୍ୟେକ ସ୍ଥାନରେ ଅଫଲାଇନରେ ଉପଲବ୍ଧ.

ବର୍ଣ୍ଣନା: ଉଇକିପିଡିଆର ଅଫଲାଇନ ମେଡିକାଲ ଏନସାଇକ୍ଳୋପେଡିଆରେ ସ୍ୱାସ୍ଥ୍ୟସେବା ସମ୍ବନ୍ଧୀୟ ବିଷୟମାନଙ୍କର ବିରାଟ ସଂଗ୍ରହ ଆଣ୍ଡ୍ରଏଡରେ ଉପଲବ୍ଧ. ଏଥିରେ ମେଡିକାଲ, ଶରୀର ଗଠନ (ଆନାଟୋମୀ), ଔଷଧ ଓ ପରିଚ୍ଛନ୍ନତା ସମ୍ପର୍କରେ ଲେଖାମାନ ଅଛି. ଇଣ୍ଟରନେଟ ଉପଲବ୍ଧ ନ ଥିବା ସ୍ଥାନରେ, ଜନମାନବଶୂନ୍ୟ ସ୍ଥାନରେ ବା ଡଙ୍ଗାରେ ଥିଲେ ମଧ୍ୟ ଆପଣ ସର୍ବାଧିକ ମହତ୍ତ୍ଵପୂର୍ଣ୍ଣ ଓ ସର୍ବାଧୁନିକ ଭେଷଜ ଶବ୍ଦକୋଷ ବା ମେଡିକାଲ ଅଭିଧାନ / ଡିକସନାରିରେ ବିନାମୂଲ୍ୟରେ ପ୍ରବେଶ ଅଧିକାର ପାଇପାରିବେ. ଗୋଷ୍ଠୀ ସ୍ୱାସ୍ଥ୍ୟକର୍ମୀ, ଡାକ୍ତର, ଡାକ୍ତରୀ ଛାତ୍ର ଓ ସ୍ୱାସ୍ଥ୍ୟ ସମ୍ବନ୍ଧରେ ରୁଚି ରଖୁଥିବା ଲୋକଙ୍କ ନିମନ୍ତେ ଏହା ଅମୂଲ୍ୟ. ଏହା ଅନ୍ୟାନ୍ୟ ଅନେକ ଭାଷାରେ ମଧ୍ୟ ତିଆରି ହୋଇଛି ତଥା ଚୟନ କରିଥିବା ଓ ବିଷୟଗୁଡ଼ିକର ସଂଖ୍ୟା ଓ ମାନକୁ ଉନ୍ନତ କରିବାକୁ ସର୍ବଦା ଚେଷ୍ଟା ଚାଲିଛି.

ଏହା କେଆଇଡବ୍ଲ୍ୟୁଏକ୍ସ (Kiwix http://www.kiwix.org/) ଦ୍ଵାରା ସଞ୍ଚାଳିତ. (Realizzato da Kiwix http://www.kiwix.org/)

Novità nell'ultima versione 2020-01

Last updated on Jan 27, 2020

Minor bug fixes and improvements. Install or update to the newest version to check it out!

Traduzione in caricamento...

Informazioni APP aggiuntive

Ultima versione

Richiedi aggiornamento ମେଡିକାଲ ଉଇକିପିଡିଆ (ଅଫଲାଇନ) 2020-01

Caricata da

Chi Ly

È necessario Android

Android 4.0.3+

Available on

Ottieni ମେଡିକାଲ ଉଇକିପିଡିଆ (ଅଫଲାଇନ) su Google Play

Mostra Altro

ମେଡିକାଲ ଉଇକିପିଡିଆ (ଅଫଲାଇନ) Screenshot

Lingua
Iscriviti ad APKPure
Sii il primo ad accedere alla versione anticipata, alle notizie e alle guide dei migliori giochi e app Android.
No grazie
Iscrizione
Abbonato con successo!
Ora sei iscritto ad APKPure.
Iscriviti ad APKPure
Sii il primo ad accedere alla versione anticipata, alle notizie e alle guide dei migliori giochi e app Android.
No grazie
Iscrizione
Successo!
Ora sei iscritto alla nostra newsletter.